Please wait...




Monday, Dec 8, 2025
Published on: Saturday, March 29, 2025
ସମାଚାର

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚଢାଉ।

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚଢାଉ।
ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର। ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ ଜାରି ହୋଇଛି। ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି। #news #odiaxpress #VigilanceRaid #Bhubaneswar 

ଶୀର୍ଷ ଖବର
Published on: April 05, 2025
ଦୁର୍ନୀତି
ପେଟ୍ରୋଲ ପମ୍ପ ଲୁଟ ବେଳେ ୪ ଗିରଫ
Copyright © 2025 odiaxpress.in. All rights reserved.