Please wait...




Monday, Dec 8, 2025
Published on: Tuesday, April 01, 2025
ସମାଚାର

ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ। ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି ।

ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ। ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ କମିଶନରେଟ୍ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ସେହିପରି ସୁନ୍ଦରଗଡର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ । #news #odiaxpress

ଶୀର୍ଷ ଖବର
Published on: April 05, 2025
ଦୁର୍ନୀତି
ପେଟ୍ରୋଲ ପମ୍ପ ଲୁଟ ବେଳେ ୪ ଗିରଫ
Copyright © 2025 odiaxpress.in. All rights reserved.