Please wait...




Monday, Dec 8, 2025
Published on: Tuesday, April 01, 2025
ସମାଚାର

ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି।

ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି।
ଏପ୍ରିଲ ୨୧ରେ ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ୧୦ରୁ ଅଧିକ ମନ୍ତ୍ରୀ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି ଶିବିରରେ ପଶ୍ଚିମ ଓଡିଶାର ପ୍ରଶାସନିକ ଅଧିକାରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ । ପଶ୍ଚିମ ଓଡିଶାର ଜନସାଧାରଣ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇ ନିଜର ଅଭିଯୋଗ ଜଣାଇ ପାରିବେ । ସମ୍ବଲପୁର ପରେ ବ୍ରହ୍ମପୁରରେ ଅଭିଯୋଗ ଶୁଣାଣି କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ । #news #odiaxpress #sambalpur #janasunani #OdishaCM

ଶୀର୍ଷ ଖବର
Published on: April 05, 2025
ଦୁର୍ନୀତି
ପେଟ୍ରୋଲ ପମ୍ପ ଲୁଟ ବେଳେ ୪ ଗିରଫ
Copyright © 2025 odiaxpress.in. All rights reserved.