Please wait...




Sunday, Dec 7, 2025
Published on: Wednesday, April 02, 2025
ଦେଶବିଦେଶ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୫ଘଣ୍ଟା ଦର୍ଶନ ବନ୍ଦ।

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୫ଘଣ୍ଟା ଦର୍ଶନ ବନ୍ଦ।
ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ।ଚୈତ୍ର ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶେଷ ହେବାପରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। #news #odiaxpress #puri

ଶୀର୍ଷ ଖବର
Published on: April 05, 2025
ଦୁର୍ନୀତି
ପେଟ୍ରୋଲ ପମ୍ପ ଲୁଟ ବେଳେ ୪ ଗିରଫ
Copyright © 2025 odiaxpress.in. All rights reserved.